ଅତାବିରା ଆସନ ପାଇଁ ସ୍ନେହାଙ୍ଗିନୀ ଭରିଲେ ପ୍ରାର୍ଥିପତ୍ର

0
111

ବରଗଡ଼ ( ମୁକୁନ୍ଦ ଦାଶ / ଆଦ୍ୟାଶା ନ୍ୟୁଜ ) : ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ଆଜି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ତଥା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦଙ୍କ ପାଖରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ସମୟରେ ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକ, ଭେଡ଼େନ ବ୍ଲକ ବିଜେଡି ସଭାପତି ହରିଶଙ୍କର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here