ଏସ୍‌ସିବି ମେଡିକାଲର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ

0
88

କଟକ(ଆଦ୍ୟାଶ| ନିଉଜ):ଗତକାଲି ରାତିରେ କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

LEAVE A REPLY

Please enter your comment!
Please enter your name here