ଚାଞ୍ଚଲ୍ୟ : ଭୁବନେଶ୍ୱର ରେ ମଣିଷ ଖପୁରୀ ଓ ହାଡ଼ ଜବତ

0
37

ଭୁବନେଶ୍ୱର(ଆଦ୍ୟାଶା ନିଉଜ) :  ଭୁବନେଶ୍ୱର ଆଇଆରସି ଭିଲେଜ ଅଞ୍ଚଳରୁ ମଣିଷ ଖପୁରୀ ଓ ହାଡ଼ ଜବତ ହୋଇଛି। ଏକ ଡଷ୍ଟବିନ୍‌ରେ ଜରିରେ ଭର୍ତ୍ତି ହୋଇ ହାଡ଼, କଙ୍କାଳ ଓ ଖପୁରୀ ପଡ଼ିଥିଲା। ସଫେଇ କର୍ମଚାରୀମାନେ ସକାଳେ ସଫା କରିବାବେଳେ ଏହାକୁ ଦେଖି ପୁଲିସକୁ ଖବର ଦେଇଥିଲେ।

ପୁଲିସ ପହଞ୍ଚି ହାଡ଼ ଓ ଖପୁରୀ ଜବତ କରିଛି। ଏହି ଖପୁରି ଓ ହାଡ଼ କାହାର, କେଉଁ ପରିସ୍ଥିତିରେ ଓ କିପରି ସେଠାକୁ କଙ୍କାଳ ଆସିଲା, ପୁଲିସ ତାହାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here