ପିଲାଚୋରି ଅଭିଯୋଗରେ ଜଣଙ୍କୁ ନିସ୍ତୁକ ମାଡ଼ ମାରିଲେ ଲୋକେ

0
94

ଜଳେଶ୍ୱର -: ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗୁଣ୍ଡୁରିମରା ଗାଁରେ ପିଲାଚୋରି ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଖବର ପାଇ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଉଦ୍ଧାର କରିଥିଲା।

ଅଭିଯୋଗ ଅନୁସାରେ, କ୍ଷେତ ପାଖରେ ଖେଳୁଥିବା ବେଳେ ଜଣେ ଶିଶୁ ନିଖୋଜ ହୋଇଯାଇଥିଲା। ବହୁ ଖୋଜାଖୋଜି ପରେ ଶିଶୁଟିକୁ ଜଣେ ଅଜଣା ଯୁବକ ସହ ଦେଖିବାକୁ ମିଳିଥିଲା। ଏହାପରେ ପିଲାଚୋରି ଅଭିଯୋଗରେ ସ୍ଥାନୀୟ ଲୋକମାନେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିବା ସହ ପୁଲିସକୁ ଖବର ଦେଇଥିଲେ।

LEAVE A REPLY

Please enter your comment!
Please enter your name here