ବିଜେପୁରରୁ ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
116

ବରଗଡ଼ (ମୁକୁନ୍ଦ ଦାଶ /ଆଦ୍ୟାଶା ନ୍ୟୁଜ) : ଆଜି ବିଜେପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ନବୀନ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ହିଞ୍ଜିଳି ସହ ବିଜେପୁରରୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି। ଗତ ୨୦ ତାରିଖରେ ସେ ହିଞ୍ଜିଳିରୁ ପ୍ରାର୍ଥୀପତ୍ର ଦାଖଲ କରିସାରିଛନ୍ତି।

LEAVE A REPLY

Please enter your comment!
Please enter your name here