ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ସଦସ୍ୟ

0
54

ଭୁବନେଶ୍ୱର : ଓଡ଼ିଶାରେ ହୋଇଥିବା ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ବିଧାନସଭାରେ ରିଟର୍ଣ୍ଣି ଅଫିସର ଦାୟିତ୍ୱରେ ଥିବା ଅଧିକାରୀ ସମସ୍ତ ପ୍ରାର୍ଥୀଙ୍କୁ ସେମାନଙ୍କ ସାର୍ଟିଫିକେଟ ପ୍ରଦାନ କରିଛନ୍ତି।

ଏଥିରେ  ସୌମ୍ୟରଂଜନ ପଟ୍ଟନାୟକଙ୍କ ସ୍ଥାନରେ ଅଶ୍ୱୀନ ବୈଷ୍ଣବ ୫ ବର୍ଷ ଲାଗି ନିର୍ବାଚିତ ହୋଇଛନ୍ତି। ଏହି ସିଟ୍‌କୁ ବିଜେପିକୁ ବିଜେଡି ଟେକିଦେଇଛି। ପ୍ରତାପ ଦେବଙ୍କ ସ୍ଥାନରେ ସସ୍ମିତ ପାତ୍ରଙ୍କୁ ୩ ବର୍ଷ ଲାଗି ରାଜ୍ୟସଭା ସଦସ୍ୟତା ମିଳିଥିବା ବେଳେ  ଅଚ୍ୟୁତ ସାମନ୍ତଙ୍କ ସ୍ଥାନରେ ଅମର ପଟ୍ଟନାୟକଙ୍କୁ  ୫ ବର୍ଷ ଲାଗି ସଦସ୍ୟତା ମିଳିଛି।

LEAVE A REPLY

Please enter your comment!
Please enter your name here