ରୋହିତ ପୂଜାରୀ ,କିଶୋର ମହାନ୍ତି, ନବ ଦାସ, ଶାରଦା ନାୟକ ଙ୍କୁ ମିଳିପାରେ ମନ୍ତ୍ରୀ ପଦ

0
100

ଭୁବନେଶ୍ୱର: ବିଧାନସଭା ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଗଠନକୁ ନେଇ ଆରମ୍ଭ ହୋଇଛି ଅଙ୍କକଷା। କାହାକୁ ମିଳିବ ମନ୍ତ୍ରୀପଦ, କେଉଁ ଅଞ୍ଚଳରୁ କିଏ ସାମିଲ ହେବେ- ସେ ସଂପର୍କରେ ନାନା କଳ୍ପନା ଜଳ୍ପନା ଚାଲିଛି। କ୍ୟାବିନେଟରେ କାହାକୁ ମିଳିବ ଗୁରୁ ଦାୟିତ୍ୱ, ଗତ ଥର ଯିଏ ମନ୍ତ୍ରୀ ପଦ ପାଇଥିଲେ, ସେମାନେ ଏଥର ରହିବେ କି ନାହିଁ, ୟାକୁ ନେଇ ମଧ୍ୟ ଚର୍ଚ୍ଚା ଚାଲିଛି।

ତେବେ ସମ୍ଭାବ୍ୟ ତାଲିକାରେ ଯେଉଁ ବିଧାୟକ ଅଛନ୍ତି, ସେମାନେ ହେଲେ ରାଜେନ୍ଦ୍ର ଢୋଲକିଆ, ଭୂପିନ୍ଦର ସିଂ, ମନୋହର ରାନ୍ଧାରୀ, ପଦ୍ମନୀ ଦିଆନ୍ ,ପ୍ରଦୀପ ପାଣିଗ୍ରାହୀ, ସୂର୍ଯ୍ୟ ନାରାୟଣ ପାତ୍ର, ଜଗନ୍ନାଥ ସାର୍କା, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ, କିଶୋର ମହାନ୍ତି, ନବ ଦାସ, ଶାରଦା ନାୟକ, ଟୁକୁନି ସାହୁ, ପ୍ରଦୀପ ଅମାତ, ବିକ୍ରମ କେଶରୀ ଆରୁଖ, ରୋହିତ ପୂଜାରୀ, ବଦ୍ରି ନାରାୟଣ ପାତ୍ର, ପ୍ରଫୁଲ୍ଲ ମଲ୍ଲିକ, ରଜନୀକାନ୍ତ ସିଂ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ରସାରଥୀ ବେହେରା, ସୌମ୍ୟରଞ୍ଜନ ପଟ୍ଟନାୟକ, ଅରୁଣ ସାହୁ, ସମୀର ରଞ୍ଜନ ଦାସ, ଅଶୋକ ପଣ୍ଡା, ସୁଦାମ ମାରାଣ୍ଡି, ଅନନ୍ତ ଦାସ, ପ୍ରଫୁଲ୍ଲ ସାମଲ, ପ୍ରମିଳା ମଲ୍ଲିକ, ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ଅମର ଶତପଥୀ।

LEAVE A REPLY

Please enter your comment!
Please enter your name here