ହିଞ୍ଜିଳିକାଟୁ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ

0
91

ବ୍ରହ୍ମପୁର (ଆଦ୍ୟାଶା ନ୍ୟୁଜ) : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ନିକଟରେ ଆଜି ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ହିଞ୍ଜିଳିକାଟୁ ନିକଟରେ ବସ୍‌ଟି ଏକ କଲଭର୍ଟରେ ଧକ୍କା ହୋଇ ନାଳକୁ ଖସି ପଡ଼ିଥିଲା । ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି। ଆହତମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି।

LEAVE A REPLY

Please enter your comment!
Please enter your name here